ରାଜ୍ୟ

ଅଟୋକୁ ଧକ୍କା ଦେଲା ମୋ ବସ୍; ୩ ଆହତ – Ibnodisha

[ad_1]

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଲିଙ୍ଗରାଜ ଥାନା ଅନ୍ତର୍ଗତ ଗ୍ୟାରେଜ ଛକରେ ଏକ ଦୁର୍ଘଟଣା ଘଟିଛି । ଏଥିରେ ତିନି ଜଣ ଆହତ ହୋଇଛନ୍ତି । ଖବର ଲେଖାଯିବା ସୁଧା ଆହତଙ୍କ ପରିଚୟ ଜଣାପଡ଼ି ନାହିଁ । ଗତକାଲି ବିଳମ୍ୱିତ ରାତିରେ ଏହି ଦୁର୍ଘଟଣା ଘଟିଛି । ମୋ ବସ୍ ଏକ ଅଟୋକୁ ପଛ ପଟୁ ଧକ୍କା ଦେଇଥିଲା । ଏଥିରେ ତିନି ଜଣ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା । ଖବର ପାଇ ପୁଲିସ୍ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି । ଏହାପରେ ଉତ୍ତେଜନା ଥମିଥିଲା।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button