ଦେଶ

ଅଣ୍ଡରୱାଟର ଟନେଲ ମେଟ୍ରୋ ଉଦଘାଟିତ – Ibnodisha

[ad_1]

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦୀ ଆଜି କୋଲକାତାରେ ଦେଶର ପ୍ରଥମ ଅଣ୍ଡରୱାଟର ଟନେଲ ମେଟ୍ରୋ ଉଦଘାଟନ କରିବା ସହ ନିଜେ ଯାତ୍ରା କରିଛନ୍ତି । ମୋଦୀ ଏହି ମେଟ୍ରୋରେ ସ୍କୁଲ ଛାତ୍ରଛାତ୍ରୀଙ୍କ ସହ ଯାତ୍ରା କରିଛନ୍ତି । ଏହି ଅଣ୍ଡରଗ୍ରାଉଣ୍ଡ ମେଟ୍ରୋ ମାତ୍ର ୪୫ ସେକେଣ୍ଡେରେ ହୁଗଲି ନଦୀ ତଳେ ୫୨୦ ମିଟର ଦୂରତା ଅତିକ୍ରମ କରିପାରିବ ।ଅଣ୍ଡରୱାଟର ମେଟ୍ରୋରେ ମୋଦୀ ଛାତ୍ରଛାତ୍ରୀଙ୍କ ସହ ଯାତ୍ରା କରିବା ସମୟରେ ସେମାନଙ୍କ ସହ ଆଲୋଚନା କରିଥିଲେ ଏବଂ ଏହି ମେଟ୍ରୋରେ ଯାତ୍ରା କରିବାର ସେମାନଙ୍କ ଅନୁଭୂତି ସାଉଁଟିଥିଲେ ମୋଦୀ । ପାଣି ଭିତରେ ଯାତ୍ରା କରିବା ବାସ୍ତବରେ ଏକ ନିଆରା ଅନୁଭୂତି ବୋଲି କହିଥିଲେ ଛାତ୍ରଛାତ୍ରୀ ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button