ରାଜନୀତି

କଂଗ୍ରେସକୁ ଫେରିଲେ ବରିଷ୍ଠ ନେତା ଶ୍ରୀକାନ୍ତ ଜେନା – Ibnodisha

[ad_1]

ନୂଆଦିଲ୍ଲୀ : ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି କଂଗ୍ରେସ ଦଳରେ ରାଜନୈତିକ ଉଷ୍ମତା ସେତିକି ବଢ଼ିବାରେ ଲାଗିଛି। ଦଳରେ ଏବେ ଆରମ୍ଭ ହୋଇଛି ଘର ବାହୁଡ଼ା ପର୍ବ। ଦଳକୁ ଫେରିଲେ ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରାକାନ୍ତ ଜେନା ବୁଧବାର କଂଗ୍ରେସରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀରେ ଏଆଇସିସିର ମୁଖ୍ୟ କାର୍ଯ୍ୟାଳୟ ୨୪ ଆକବର ରୋଡରେ ଓଡିଶା ପ୍ରଭାରୀ ଡକ୍ଟର ଅଜୟ କୁମାର ଓ ଅନ୍ୟାନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ ହୋଇଛନ୍ତି। ଦଳରେ ସେ ଯୋଗଦେବା ପରେ କହିଛନ୍ତି ଦଳ ଓ ତାଙ୍କ ମଧ୍ୟରେ ଯେଉଁ ସବୁ ପାର୍ଥକ୍ୟ ଥିଲା ଆଲୋଚନା ପରେ ସମାଧାନ ହୋଇସାରିଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button