ରାଜ୍ୟ

ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ସମସ୍ତ ୟୁଜି ଓ ପିଜି ପିଲାଙ୍କୁ ମିଳିବ ଛାତ୍ରବୃତ୍ତି – Ibnodisha

[ad_1]

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍ ବୈଠକରେ ଶନିବାର ସନ୍ଧ୍ୟାରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା ବିଭାଗର ୩ଟି ପ୍ରସ୍ତାବ ମଞ୍ଜୁରୀ ମିଳିଛି । ବୈଠକରେ ରାଜ୍ୟର ସମସ୍ତ ୟୁଜି (ସ୍ନାତକ) ଓ ପିଜି (ସ୍ନାତକୋତ୍ତର) ପିଲାଙ୍କୁ ନୂଆ-ଓ ଛାତ୍ରବୃତ୍ତି ମିଳିବ ବୋଲି ମଧ୍ୟ ନିଷ୍ପତ୍ତି ହୋଇଛି । ପୂର୍ବରୁ କେବଳ ଉଚ୍ଚଶିକ୍ଷା ବିଭାଗ ଅଧୀନ ୟୁଜି, ପିଜି ପିଲା ଏହି ବୃତ୍ତି ପାଉଥିଲେ । ଏବେ ଅନ୍ୟ ବିଭାଗ କୃଷି, ସଂସ୍କୃତି ବିଭାଗ ଅଧୀନରେ ଥିବା ପିଲା ମଧ୍ୟ ପାଇବେ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button