ରାଜ୍ୟ

ଓସେପା ମେରିଟ୍ ଲିଷ୍ଟ ଖାରଜ କଲେ ହାଇକୋର୍ଟ – Ibnodisha

[ad_1]

ଭୁବନେଶ୍ୱର: ହାଇକୋର୍ଟରେ କନିଷ୍ଠ ଶିକ୍ଷକଙ୍କ ନିଯୁକ୍ତିରେ ଅନିୟମିତତା ମାମଲା । ଓସେପାର ମେରିଟ୍ ଲିଷ୍ଟ ଖାରଜ କରିବା ସହ ନିଯୁକ୍ତି ସର୍ତ୍ତାବଳୀ ଅନୁଯାୟୀ ସାନି ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ।

ପୂର୍ବରୁ ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ ହାଇକୋର୍ଟ । ଜିଲ୍ଲାୱାରୀ ମେରିଟ୍ ଲିଷ୍ଟ ବି ଖାରଜ କଲେ ହାଇକୋର୍ଟ ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button