ରାଜ୍ୟ

ସେବା ସମବାୟ ସମିତିରେ ଅଗ୍ନିକାଣ୍ଡ – Ibnodisha

[ad_1]

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଚକପଳାସିଆ ସେବା ସମବାୟ ସମିତିରେ । ନିଆଁ ଲାଗି ପୋଡି ପାଉଁଶ ହୋଇଗଲା ଲକ୍ଷାଧିକ ଟଙ୍କାର ଆସବାବପତ୍ର ସମେତ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର । ଖବରପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ଗତକାଲି ରାତି ୩ଟା ସମୟରେ ଏହି ଅଘଟଣ ଘଟିଥିବା ସୂଚନା ରହିଛି । ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନଥିବାବେଳେ, ସଟସର୍କିଟ କାରଣରୁ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । ଅନ୍ୟପଟେ, ବିଭିନ୍ନ ଦାବି ପୂରଣ ନେଇ ଭୋଗରାଇ ଠାରେ ଚକପଳାସିଆ ସେବାସମବାୟ ସମିତି କର୍ମଚାରୀମାନେ ଧାରଣାରେ ଅଛନ୍ତି ।

 

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button