ରାଜ୍ୟ
ଅବସରପ୍ରାପ୍ତ ଆଇପିଏସ୍ ଅଫିସର ସନ୍ତୋଷ ଉପାଧ୍ୟାୟଙ୍କୁ ନୂଆ ଦାୟିତ୍ୱ – Ibnodisha

[ad_1]
ଭୁବନେଶ୍ୱର: ଅବସରପ୍ରାପ୍ତ ଆଇପିଏସ୍ ଅଫିସର ସନ୍ତୋଷ ଉପାଧ୍ୟାୟଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର । ତାଙ୍କୁ ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ(ଓପିଆର୍ବି)ର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି । ଦୁଇ ବର୍ଷ ପାଇଁ ସେ ଏହି ଦାୟିତ୍ୱରେ ରହିବେ । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ଓପିଆର୍ବି ଅଧ୍ୟକ୍ଷ ଭାବେ ଏବେ ଅତିରିକ୍ତ ଦାୟିତ୍ୱରେ ଅଛନ୍ତି ରାଜେଶ କୁମାର ।
[ad_2]