ଅପରାଧ

ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତ ଦେହ ଉଦ୍ଧାର – Ibnodisha

[ad_1]

ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଥାନା ଝୁପଡିପଡା ରାସ୍ତାରେ ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତ ଦେହ ଉଦ୍ଧାର ହୋଇଛି। ମୃତକ ଜଣକ ହେଲେ ଭବାନୀପାଟଣା ଅଞ୍ଚଳର ଜଗନ୍ନାଥ ଗହୀର। ଜଗନ୍ନାଥଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ସେ ଝୁପଡିପଡା ତାଙ୍କ ସମ୍ପର୍କୀୟ ଘରକୁ ଆସିଥିଲେ। ଏବଂ ରକ୍ତାକ୍ତ ଅବସ୍ଥାରେ ତାଙ୍କ ସମ୍ପର୍କୀୟ ଝୁପୁଡିପଡା ଡାକ୍ତରଖାନା ଆଣିଥିବା ବେଳେ ଡାକ୍ତର ମୃତ ଘୋଷଣା କରିଛନ୍ତି। ତେବେ ଖବର ପାଇ ପୋଲିସ ମୃତ ଦେହକୁ ଜବତ କରିବା ସହ ଜଗନ୍ନାଥକୁ ଡାକ୍ତର ଖାନା ଆଣିଥିବା ସମ୍ପର୍କୀୟ ଏବଂ ତାଙ୍କ ପୁଅ ଦୁଇ ଜଣଙ୍କୁ ପୋଲିସ ଥାନାରେ ଅଟକ ରଖି ଅଧିକ ତଦନ୍ତ କରୁଥିବା ସୂଚନା ମିଳିଛି । ସେପଟେ ଜଗନ୍ନାଥଙ୍କ ମୃତ୍ୟୁ କେମିତି ହେଲା ତାହା ସ୍ପଷ୍ଟ ହୋଇନଥିନା ବେଳେ ପ୍ରାଥମିକ ତଦନ୍ତରୁ କେହି ଜଣେ ହତ୍ୟା କରିଥିବା ଜଣାପଡୁଛି ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button