ଦେଶ

ପେଟ୍ରୋଲ ଓ ଡିଜେଲ ଦର କମିଲା – Ibnodisha

[ad_1]

ନୂଆଦିଲ୍ଲୀ: ନିର୍ବାଚନର ଠିକ ପୂର୍ବରୁ ହ୍ରାସ ପାଇଛି ତୈଳ ଦର । ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ୨ ଟଙ୍କା ଲେଖାଏ ହ୍ରାସ ପାଇଛି । ଦର ହ୍ରାସ ସମ୍ପର୍କ କେନ୍ଦ୍ର ସରକାର ଘୋଷଣା କରିଛନ୍ତି । ସମ୍ପ୍ରତି ତରଳ ପେଟ୍ରୋଲିୟମ ଗ୍ୟାସ (ଏଲପିଜି) ଏବଂ ସଙ୍କୋଚିତ ପ୍ରାକୃତିକ ଗ୍ୟାସ (ସିଏନଜି) ମୂଲ୍ୟରେ ହ୍ରାସ ହେତୁ ଆଗାମୀ ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ହ୍ରାସ ହେବାର ସମ୍ଭାବନା ରହିଛି। ଏହାପୂର୍ବରୁ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରନ୍ଧନ ଗ୍ୟାସ ମୂଲ୍ୟରେ ସିଲିଣ୍ଡର ପିଛା ୧୦୦ ଟଙ୍କା ହ୍ରାସ କରିବାକୁ ଘୋଷଣା କରିଥିଲେ। ମୂଲ୍ୟ ହ୍ରାସ, ପ୍ରାୟ ୩୩ କୋଟି ପରିବାର ଲାଭାନ୍ବିତ ହୋଇଛନ୍ତି ଯାହା ପେଟ୍ରୋଲିୟମ ଗ୍ୟାସ (ଏଲ୍ପିଜି) କୁ ରନ୍ଧନ ଇନ୍ଧନ ଭାବରେ ବ୍ୟବହାର କରନ୍ତି।



[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button