ରାଜ୍ୟ

ପ୍ରସନ୍ନ ଆଚାର୍ଯ୍ୟଙ୍କ ଆଶୁଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ – Ibnodisha

[ad_1]

ଭୁବନେଶ୍ୱର : ପୂର୍ବତନ ରାଜ୍ୟ ସଭା ଏମ୍‌ପି ତଥା ବିଜୁ ଜନତା ଦଳର ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ ସମ୍ବଲପୁରର ରେଢ଼ାଖୋଲରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହ ତାଙ୍କର ଆଶୁଆରୋଗ୍ୟ କାମନା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶୁକ୍ରବାର ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟ କରିଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ରାଜ୍ୟ ସଭା ସାଂସଦ ତଥା ବିଜୁ ଜନତା ଦଳର ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ ସମ୍ବଲପୁରର ରେଢ଼ାଖୋଲରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜାଣି ମୁଁ ବହୁତ ଚିନ୍ତିତ। ତାଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ସୁସ୍ଥ ଓ ଦୀର୍ଘାୟୁ ଜୀବନ କାମନା କରୁଛି।

ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button