ରାଜ୍ୟ

ଓଡିଶାରେ କେଉଁଠି କେଉଁଦିନ ହେବ ଭୋଟ୍ ଗ୍ରହଣ ଜାଣନ୍ତୁ…. – Ibnodisha

[ad_1]

ଭୁବନେଶ୍ୱର: ସରିଲା ପ୍ରତୀକ୍ଷା । ବାଜିଲା ୨୦୨୪ ନିର୍ବାଚନ ବିଗୁଲ । ନେତା ଓ ଭୋଟର ଯେଉଁ ତାରିଖକୁ ଦୀର୍ଘଦିନ ହେଲା ଅପେକ୍ଷା କରି ବସିଥିଲେ ତାହା ଏବେ ସାମନାକୁ ଆସିଛି । ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ ଆୟୋଗ(ଇସିଆଇ) । ଓଡ଼ିଶାରେ ୪ ପର୍ଯ୍ୟାୟରେ ହେବ ଭୋଟ ଗ୍ରହଣ। ମେ ୧୩, ମେ ୨୦, ମେ ୨୫ ଏବଂ ଜୁନ୍‌ ୧ରେ ହେବ ଭୋଟ ଗ୍ରହଣ। ମେ’ ୧୩ରେ ୨୮ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେବ। ଏହା ବ୍ୟତୀତ ମେ’ ୨୦ରେ ୩୫ଟି ବିଧାନସଭା ଆସନ, ମେ’ ୨୫ରେ ୪୨ଟି ବିଧାନସଭା ଆସନ ଓ ଜୁନ୍‌ ୧ରେ ୪୨ଟି ବିଧାନସଭା କ୍ଷେତ୍ରରେ ଭୋଟ ଗ୍ରହଣ ହେବ।

– ମେ ୧୩ରେ ପ୍ରଥମ ପର୍ଯ୍ୟାୟ  : କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ , ବ୍ରହ୍ମପୁର
– ମେ ୨୦ରେ ଦ୍ବିତୀୟ ପର୍ଯ୍ୟାୟ  : ବରଗଡ, ସୁନ୍ଦରଗଡ, ବଲାଙ୍ଗିର, କନ୍ଧମାଳ, ଆସିକା
– ମେ ୨୫ ତୃତୀୟ ପର୍ଯ୍ୟାୟ  : ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ,କଟକ,ପୁରୀ,ଭୁବନେଶ୍ୱର
– ଜୁନ୍ ୧ରେ ଚତୁର୍ଥ ପର୍ଯ୍ୟାୟ : ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button