ରାଜ୍ୟ

ପିଲା ଚୋରି ସନ୍ଦେହରୁ ଦୁଇ ଯୁବକଙ୍କୁ ନିସ୍ତୁକ ମାଡ – Ibnodisha

[ad_1]

କୋରାପୁଟ : ପିଲା ଚୋରି ସନ୍ଦେହରୁ ଦୁଇ ଯୁବକଙ୍କୁ ନିସ୍ତୁକ ମାଡ । ହାତ ଗୋଡ ବାନ୍ଧି ନିସ୍ତୁକ ମାଡ ମାରିଛନ୍ତି ଗାଁ ଲୋକେ। କୋରାପୁଟ ବନ୍ଧୁଗାଁ ସୁନପାଲମୁଣ୍ଡା ଗାଁରେ ଦେଖିବାକୁ ମିଳିଛି ଏପରି କିଛି ଘଟଣା। ହାତ ବାନ୍ଧି ୨ ଯୁବକଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି ଗ୍ରାମବାସୀ। ଆକ୍ରମଣରେ ୨ ଯୁବକ ଗୁରୁତର ଆହତ ହୋଇଛନ୍ତି। ସନ୍ଦିଗ୍ଧ ଦୁଇ ଯୁବକ ଆନ୍ଧ୍ରପ୍ରଦେଶ ପାର୍ବତୀପୁରମ ଅଞ୍ଚଳର ବୋଲି ଜଣାପଡ଼ିଛି। ଏହି ଘଟଣା ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା। ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁଇ ଯୁବକଙ୍କୁ ଉଦ୍ଧାର କରିବା ସହ ବନ୍ଧୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛି। ଘଟଣାର ଛାନଭିନ୍ ଜାରି ରହିଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button