ରାଜନୀତି
ବିଜେଡିରେ ମିଶିଲେ ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା – Ibnodisha

[ad_1]
ଭୁବନେଶ୍ବର : ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ବିଜେଡିରେ ସାମିଲ ହୋଇଛନ୍ତି କଂଗ୍ରେସ ନେତା ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ସର୍ଖେଲ । ଆଜି ଶଙ୍ଖ ଭବନରେ ଶତାଧିକ ସମର୍ଥକଙ୍କ ସହ ସେ ଦଳରେ ସାମିଲ ହୋଇଛନ୍ତି । ଏହି ସମୟରେ ସାଂସଦ ମାନସ ମଙ୍ଗରାଜଙ୍କ ସହ ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ ।
[ad_2]