ରାଜ୍ୟ

ଷଷ୍ଠ ଶ୍ରେଣୀ ଛାତ୍ରୀର ଝୁଲନ୍ତା ମୃତଦେହ ଉଦ୍ଧାର – Ibnodisha

[ad_1]

ମାଲକାନଗିରି: ଷଷ୍ଠ ଶ୍ରେଣୀ ଛାତ୍ରୀର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଘରୋଇ ଶିକ୍ଷାନୁଷ୍ଠାନର ଛାତ୍ରୀନିବାସର ଶୌଚାଳୟରୁ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ବାପ ଛେଉଣ୍ଡ ୪ ଛୁଆଙ୍କୁ ଛାଡ଼ି ମା’ ଫେରାର୍

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button