ରାଜ୍ୟ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୨ ମୃତ – Ibnodisha

[ad_1]

ଆର୍‌‌.ଉଦୟଗିରି : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ବାଇକ। ବାରମ୍ବାର ବିଭିନ୍ନ ସ୍ଥାନରେ ଘଟିଚାଲିଛି ସଡକ ଦୁର୍ଘଟଣା। ଫଳରେ ଅନେକ ନିରୀହ ଜୀବନ ଚାଲିଯାଉଛି। ସେହିଭଳି ଆର୍‌‌.ଉଦୟଗିରି ଡୁମ୍ବା ପାର୍କ ନିକଟ ପୋଲରେ ନିକଟରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ବାଇକ। ଏହି ଦୁର୍ଘଟଣା ଫଳରେ ୨ ଯୁବକଙ୍କ ମୃତ୍ୟୁ ଘଟିଛି। ତେବେ ଦୁର୍ଘଟଣା ପରେ ଉଭୟଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ଘଟଣାସ୍ଥଳରେ ଜଣଙ୍କର ଓ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ପୋଲିସ ଘଟଣା ସ୍ଥଳରେ ପହଂଚି ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ଘଟଣା ବାବଦରେ ଅଧିକ ତଦନ୍ତ ଆରମ୍ଭ କରିଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button