ଖେଳ

ବଦଳିଲା ଆର୍‌ସିବିର ନାମ ଓ ଲୋଗୋ – Ibnodisha

[ad_1]

ବେଙ୍ଗାଲୁରୁ: ବେଙ୍ଗାଲୁରୁର ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଦଳ ଆରସିବି ସହରର ବର୍ତ୍ତମାନର ନାମକୁ ଦୃଷ୍ଟିରେ ରଖି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରରୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁରେ ନାମ ପରିବର୍ତ୍ତନ କରିଛି। ଆଇପିଏଲ ଆରମ୍ଭ ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ନିଜ ଫ୍ରାଞ୍ଚାଇଜର ନାଁ ପରିବର୍ତ୍ତନ କରିଛି । ଅଧିନାୟକ ଫାପ୍ ଡୁ ପ୍ଲେସିସ, ବିରାଟ କୋହଲି ଓ ସ୍ମୃତି ମାନ୍ଧନା ଆରସିବିର ନୂଆ ନାଁ, ଲୋଗୋ ଓ ଜର୍ସିର ଉନ୍ମୋଚନ କରିଛନ୍ତି । ଏବେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବଦଳରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ରହିବ ଡୁ ପ୍ଲେସିସଙ୍କ ଦଳର ନାଁ ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button