ରାଜ୍ୟ

ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର – Ibnodisha

[ad_1]

ଭୁବନେଶ୍ୱର : ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ସ୍ୱାସ୍ଥାବସ୍ଥା ଗୁରୁତର ଥିବା ଜଣାଯାଇଛି । ତାଙ୍କର ବ୍ରେନ ଡେଡ ହୋଇଯାଇଥିବା ନେଇ ତାଙ୍କ ପୁଅ ସମ୍ବିତ ରାଉତରାୟ ସୂଚନା ଦେଇଛନ୍ତି । ସଂକଟାପନ୍ନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିବା ସେ କହିଛନ୍ତି । ଗତ କିିଛି ଦିନ ଧରି ସେ ଅସୁସ୍ଥ ରହିଥିଲେ । ଏପରିକି ଗତ କିଛି ଦିନ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button