ରାଜ୍ୟ

ଓଡ଼ିଶା ରାଜନୀତିରେ ଅପୂରଣୀୟ କ୍ଷତି : ମୁଖ୍ୟମନ୍ତ୍ରୀ – Ibnodisha

[ad_1]

ଭୁବନେଶ୍ୱର : ବରିଷ୍ଠ ବିଜେଡି ନେତା ଡାକ୍ତର ଦାମୋଦର ରାଉତଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦାମୋଦର ରାଉତଙ୍କ ଦେହାନ୍ତ ଓଡ଼ିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କ ସେବା ଲାଗି ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ତାଙ୍କର ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button