ରାଜ୍ୟ

ଭାରସାମ୍ୟ ହରାଇ ପୋଲକୁ ପିଟିଲା ବାଇକ, ଜଣେ ମୃତ – Ibnodisha

[ad_1]

ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ ଗାଡିଆ ଗାଁ ଛକରେ ଦୁର୍ଘଟଣା । ଭାରସାମ୍ୟ ହରାଇ ପୋଲରେ ପିଟି ହେଲା ବାଇକ୍ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ । ମୃତ ଯୁବକ ଜଣକ ହେଲେ ଗାଡିଆ ଗାଁର ଉମେଶ ଧାରୁଆ ।

ଦୁର୍ଘଟଣାରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ପ୍ରାଥମିକ ଚିକିତ୍ସା ପରେ ବୁର୍ଲା ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ସାରା ରାଜ୍ୟରେ ଉପରମୁହାଁ ପାରଦ

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button