ଦେଶ

ବିଜେପିରେ ମିଶିଲେ ପୂର୍ବତନ ବାୟୁସେନା ମୁଖ୍ୟ – Ibnodisha

[ad_1]

ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର ପୂର୍ବତନ ମୁଖ୍ୟ ରାକେଶ କୁମାର ସିଂହ ଭଦୌରିଆ ରବିବାର ବିଜେପିରେ ଯୋଗ ଦେଇଛନ୍ତି। ଦିଲ୍ଲୀରେ ବିଜେପି ସାଧାରଣ ସଂପାଦକ ବିନୋଦ ତାୱଡେ ଓ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁରଙ୍କ ଉପସ୍ଥିତିରେ ସେ ଦଳରେ ମିଶିଥିଲେ।

ରାକେଶ କୁମାର ସିଂହ ଭଦୌରିଆ ୨୦୨୧ ସେପ୍ଟେମ୍ବର ମାସରେ ଚାକିରିରୁ ଅବସର ନେଇଥିଲେ। ତାଙ୍କ ପରେ ବିବେକ ରାମ ଚୌଧରୀ ବାୟୁସେନ ମୁଖ୍ୟ ଭାବେ ଦାୟିତ୍ୱ ନେଇଥିଲେ।

ଆଗାମୀ ନିର୍ବାଚନ ପାଇଁ କଂଗ୍ରେସର ୧୦ ଗ୍ୟାରେଟିଂ

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button