ରାଜନୀତି

ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ – Ibnodisha

[ad_1]

ଭୁବନେଶ୍ଵର: ବିଜେଡି ଛାଡ଼ିଲେ ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା । ଦଳର ସଭାପତିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଲେ ପୂର୍ଣ୍ଣଚନ୍ଦ୍ର । ୨୦୦୯ ଓ ୨୦୧୪ରେ ବିଜେଡିରୁ ଦୁଇଥର ଜିତିଥିଲେ ପୂର୍ଣ୍ଣଚନ୍ଦ୍ର । ୨୦୧୯ରେ ବିଜେଡ଼ି ତାଙ୍କୁ ଟିକେଟ ଦେଇନଥିଲା । ତେବେ ବର୍ତ୍ତମାନ ସେ କେଉଁ ଦଳରେ ସାମିଲ ହେବେ ସେ ନେଇ କୌଣସି ସୂଚନା ମିଳିନାହିଁ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button