ରାଜ୍ୟ

ପୋଖରୀରେ ବୁଡି ୨ ମୃତ – Ibnodisha

[ad_1]

କଟକ : କଟକ ଜିଲ୍ଲା ସାଲେପୁର ଥାନା ଅନ୍ତର୍ଗତ କରମୁଆଁ ଗାଁରେ ପୋଖରୀରେ ବୁଡ଼ି ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଛାଣିପୁରର ଆଶିଷ କୁମାର ଦାସ।ଆଶିଷ ସାଙ୍ଗମାନଙ୍କ ସହ ହୋଲି ଖେଳିସାରି ପୋଖରୀରେ ଗାଧୋଉଥିଲେ। ଏହି ସମୟରେ ତାଙ୍କ ଗୋଡ଼ ଖସିଯାଇଥିଲା। ପରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଆଶିଷଙ୍କୁ ମୃତ ଘୋଷଣା କରିଥିଲେ। ଆଶିଷଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ସେହିପରି ପାରାଦୀପ ଲକ୍‌ ଥାନା କତକୁଲା ଗାଁରେ ପୋଖରୀରେ ବୁଡ଼ି ଜଣେ ନାବାଳକଙ୍କ ମୃତ୍ୟୁ ମୃତ୍ୟୁ ଘଟିଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button