ରାଜନୀତି

ପ୍ରଥମ ପର୍ୟ୍ୟାୟ ଲୋକସଭା ନିର୍ବାଚନ; ଆଜି ନାମାଙ୍କନର ଶେଷ ଦିନ – Ibnodisha

[ad_1]

୧୯ ଏପ୍ରିଲରେ ଭୋଟ ହୋଇ ୪ଜୁନରେ ଫଳାଫଳ ପ୍ରକାଶ ପାଇବ। ପ୍ରଥମ ପର୍ୟ୍ୟାୟରେ ୧୦୨ଟି ଆସନରେ ନିର୍ବାଚନ ହେବ। ଅରୁଣାଚଳ ପ୍ରଦେଶ, ଆଣ୍ଡାମାନ ନିକୋବର, ଆନ୍ଧ୍ରପ୍ରଦେଶ, ଚଣ୍ଡୀଗଡ଼, ଦିଲ୍ଲୀ, ଗୋଆ, ଗୁଜରାଟ, ହିମାଚଳ, ହରିଆଣା, କେରଳ, ଲାକ୍ଷାଦ୍ବୀପ, ଲଦାଖ, ମିଜୋରାମ, ମେଘାଳୟ, ନାଗାଲାଣ୍ଡ, ପୁଡୁଚେରୀ, ସିକିମ, ତାମିଲନାଡୁ, ପଞ୍ଜାବ, ତେଲଙ୍ଗାନା ଓ ଉତ୍ତରାଖଣ୍ଡରେ ମତଦାନ ଅନୁଷ୍ଠିତ ହେବ।

ସେହିପରି ଦ୍ବିତୀୟ ପର୍ୟ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ବିଧିବଦ୍ଧ ବିଜ୍ଞପ୍ତି ସହ ନାମାଙ୍କନ ଆରମ୍ଭ ହେବ। ଏପ୍ରିଲ ୨୬ରେ ହେବ ଦ୍ବିତୀୟ ପର୍ୟ୍ୟାୟ ନିର୍ବାଚନ, ମେ ୭ରେ ତୃତୀୟ, ମେ ୧୩ରେ ଚତୁର୍ଥ, ମେ ୨୦ରେ ପଞ୍ଚମ, ମେ ୨୫ରେ ଷଷ୍ଠ ଓ ଜୁନ ୧ରେ ହେବ ସପ୍ତମ ପର୍ୟ୍ୟାୟ ନିର୍ବାଚନ। ଓଡ଼ିଶାରେ ଶେଷ ୪ ପର୍ୟ୍ୟାୟରେ ଉଭୟ ବିଧାନସଭା ଓ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button