ରାଜ୍ୟ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ,୨୦ ଗୁରୁତର – Ibnodisha

[ad_1]

କୋରାପୁଟ: ମଙ୍ଗଳବାର ବିଳମ୍ବିତ ରାତିରେ କୋରାପୁଟ ସଦର ପୋଲିସ ସୀମା ଅନ୍ତର୍ଗତ ପୋଡାଗଡ ନିକଟରେ ବସ୍ ଦୁର୍ଘଟଣା ଘଟିଛି। ଖମ୍ବେଶ୍ୱରୀ ନାମକ ବସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଭାରସାମ୍ଯ ହରାଇ ବସଟି ରାସ୍ତା ତଳକୁ ଖସିପଡ଼ିଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଗୁରୁତର ଆହତ ହୋଇଛନ୍ତି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button