ରାଜ୍ୟ

ଭାଲୁ ଆକ୍ରମଣରେ ବୃଦ୍ଧା ମୃତ – Ibnodisha

[ad_1]

ସମ୍ବଲପୁର : ସମ୍ବଲପୁର ଜିଲ୍ଳା ରେଢ଼ାଖୋଲ ବନଖଣ୍ଡ ବଡବାହାଲ ରେଞ୍ଜ ଟାଲଗାଁରେ ଘଟିଛି ଅଭାବନୀୟ ଘଟଣା । ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କର ମୃତ ଘଟିଛି । ମୃତ ବୃଦ୍ଧ ଜଣଙ୍କ ହେଲେ ଅଭିମନ୍ୟୁ ସେଠୀ। ସୂଚନା ଅନୁଯାଇ, ଆଜି ସକାଳେ ଅଭିମନ୍ୟୁ ଘର ନିକଟ ଜଙ୍ଗଲକୁ ଯାଇଥିଲେ। ସେଠାରେ ତାଙ୍କୁ ଭାଲୁ ଗୋଡାଇ ଗୋଡାଇ ଆକ୍ରମଣ କରିଥିଲା। ଅଭିମନ୍ୟୁ ଜୀବନ ବିକଳେ ଭାଲୁ କବଳରୁ ଖସି ଯିବାକୁ ଉଦ୍ୟମ କରିଥିଲେ। ଚିତ୍କାର କରି ଭାଲୁ କବଳରୁ ରକ୍ଷା ପାଇବା ପାଇଁ ଗ୍ରାମବାସୀଙ୍କୁ ଡାକିଥିଲେ। ଗ୍ରାମବାସୀ ତାଙ୍କ ଡାକ ଶୁଣି ଘଟଣାସ୍ଥଳରେ ପହଞ୍ଚିଥିଲେ। ଅଭିମନ୍ୟୁଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବନ ବିଭାଗ ଘଟଣାର ତଦନ୍ତ କରୁଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button