ଦେଶ

ଜଳିଗଲା ବସ୍‌‌ ; ୪୫ ମୃତ – Ibnodisha

[ad_1]

ନୂଆଦିଲ୍ଲୀ : ଦକ୍ଷିଣ ଆଫ୍ରିକାରେ ଏକ ବଡ ଧରଣର ସଡକ ଦୁର୍ଘଟଣା ଘଟିଛି। ଏଥିରେ ୪୫ ଜଣଙ୍କ ମୃତ୍ୟୁ ଘଟିଛି। ପରିବହନ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଗୁରୁବାର ଏକ ଯାତ୍ରୀବାହୀ ବସ୍‌‌ ପୋଲରୁ ଖାଇକୁ ଖସି ପଡିଥିଲା। ଦକ୍ଷିଣ ଆଫ୍ରିକାରେ ଦୁର୍ଘଟଣା ପରେ ତୀର୍ଥଯାତ୍ରୀ ବସ୍‌‌ ଜଳିଯାଇ ଏହି ଅଘଟଣ ଘଟିଛି। ୪୫ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଉତ୍ତରାଞ୍ଚଳ ଲିମ୍ପୋପୋରେ ଏହି ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ବସ୍‌‌ଟି ଦୁର୍ଘଟଣା ହେବା ପରେ ଜଳିଯାଇଥିଲା। ଘଟଣାର ତଦନ୍ତ ଜାରି ରହିଛି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button