ରାଜ୍ୟ

ଅବ୍ୟବହୃତ ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର – Ibnodisha

[ad_1]

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲାରେ ଘଟିଛି ଅଭାବନୀୟ ଘଟଣା । ଗୁରୁବାର ବିଳମ୍ବିତ ରାତିରେ ଏକ ଅବ୍ୟବହୃତ ଘର ଭିତରୁ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଏହା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଜଣାଇଥିଲେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହ ଉଦ୍ଧାର କରିବା ସହ ମୃତକଙ୍କ ପରିବାରକୁ ଖବର ଜଣାଇଥିଲେ । ତେବେ ମୃତ ଯୁବକଙ୍କ ଗୋଡ଼ ମୋଡ଼ି ହୋଇ ତଳେ ଲାଗି ଲାଗିଥିବା ଯୋଗୁଁ ଏହା ଆତ୍ମହତ୍ୟା ହୋଇନଥିବା ସନ୍ଦେହ କରାଯାଉଛି । ଅନ୍ୟପଟେ ପ୍ରେମ ବ୍ୟାପାରକୁ ନେଇ ହତ୍ୟା ହୋଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି । ଏହି ଘଟଣାର କାରଣ ସ୍ପଷ୍ଟ ହେବା ପାଇଁ ପୋଲିସ ତଦନ୍ତ ଜାରି ରଖିଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button