ରାଜ୍ୟ
ଯବାନଙ୍କ ଗୁଳିରେ ୪ଜଣ ମାଓବାଦୀ ସଫା – Ibnodisha

[ad_1]
ମାଲକାନଗିରି: ଛତିଶଗଡ଼ ପୁଲିସକୁ ମିଳିଛି ବଡ଼ ସଫଳତା। ଯବାନଙ୍କ ଗୁଳିରେ ୪ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଘଟଣା ସ୍ଥଳରୁ ଏସଏମଜି, ୟୁବିଜିଏଲ ପରି ଅତ୍ୟାଧୁନିକ ମାରଣାସ୍ତ୍ର ଜବତ ହୋଇଛି। ସୁକୁମା-ବିଜାପୁର ସୀମାବର୍ତ୍ତୀ ଗାଂଗାଲୁର ଜଂଗଲରେ ଏହି ଗୁଳି ବିନିମୟ ହୋଇଛି।
ଇରାନ ଦୂତାବାସ ଉପରେ ଇସ୍ରାଏଲ ଏୟାରଷ୍ଟ୍ରାଇକ, ୭ ମୃତ
[ad_2]