ଅପରାଧ

ଅଜଣା ବ୍ୟକ୍ତିଙ୍କ ଗଳାକାଟି ହତ୍ୟା – Ibnodisha

[ad_1]

ପୁରୀ: ପୁରୀ ଚକ୍ରତୀର୍ଥ ରୋଡ ସମୁଦ୍ରକୂଳ ଥାନା ଅନ୍ତର୍ଗତ ନାରାୟଣ ପ୍ୟାଲେସ,ଗ୍ରାମ୍ୟ ବ୍ୟାଙ୍କ ନିକଟରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ମିଳିଛି। ମୃତ ବ୍ୟକ୍ତିଙ୍କ ବେକ କାଟି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଘଟଣା ସ୍ଥଳୀରେ ସମୁଦ୍ରକୂଳ ଥାନା ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବ୍ୟକ୍ତି ଜଣଙ୍କ କିଏ ତାଙ୍କ ନାଁ କଣ ଏବଂ କିଏ ତାଙ୍କୁ ଏଭଳି ହତ୍ୟା କଲା ଏନେଇ ସମୁଦ୍ରକୁଳ ଥାନା ପୁଲିସ୍ ତଦନ୍ତ ଆରମ୍ଭ କରିଥିବା ବେଳେ ଘଟଣା ସ୍ଥଳରେ ସାଇଣ୍ଟିଫିକ ଟିମ ପହଞ୍ଚି ନିଜର ତଦନ୍ତ ଆରମ୍ଭ କରିଥିବା କୁହାଯାଉଛି।

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗର ତିନି ସଦସ୍ୟ ଗିରଫ

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button