ରାଜ୍ୟ

ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର – Ibnodisha

[ad_1]

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ମାନେଶ୍ୱର ବ୍ଲକ ସାହାସସୁର ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ବନ୍ଦ ଘରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ସାହାସାସୁର ଗ୍ରାମର ସୁଜିତ ସାହୁ ବୋଲି ଜଣାପଡିଛି । ତେବେ ସୁଜିତଙ୍କ ପରିବାର ଲୋକ ଘରେ କେହି ନଥିବା ବେଳେ ଘରୁ ଦୁର୍ଗନ୍ଧ ବାହାରୁଥିବାରୁ ସ୍ଥାନୀୟ ଲୋକେ ପୋଲିସ କୁ ଖବର ଦେଇଥିଲେ । ଏବଂ ଖବର ପାଇ ଧମା ପୋଲିସ ଘଟଣା ସ୍ଥଳରେ ପହଂଚି ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଘର ଭିତରୁ ଝୁଲନ୍ତା ଅବସ୍ଥାରେ ମୃତଦେହକୁ ଉଦ୍ଧାର କରିଛି । ଏହାସହ ପୋଲିସ ଘଟଣା ସ୍ଥଳରେ ଅଧିକ ତଦନ୍ତ ଜାରି ରଖିଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button