ରାଜନୀତି

ବିଜେଡିର ତୃତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା – Ibnodisha

[ad_1]

ଭୁବନେଶ୍ବର : ବିଜୁ ଜନତା ଦଳ ତୃତୀୟ ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ଏହି ଟିକେଟ୍‌ ଘୋଷଣା କରିଛନ୍ତି।
୧)ବଲାଙ୍ଗିର- ସୁରେନ୍ଦ୍ର ସିଂ ଭୋଇ
୨) ଭଦ୍ରକ- ମଞ୍ଜୁୁଲତା ମଣ୍ଡଳ
୩)ବରଗଡ-ପରିଣୀତା ମିଶ୍ର
୪)ବ୍ରହ୍ମପୁର-ଭୃଗୁ ବକ୍ସିପାତ୍ର
୫)କେନ୍ଦୁଝର-ଧନୁର୍ଜନ ସିଦ୍ଧୁ

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button