ଦେଶ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୫ ମୃତ , ୮ ଗୁରୁତର – Ibnodisha

[ad_1]

ପଞ୍ଜାବ : ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟାରେ ପଞ୍ଜାବ ସ୍ଥିତ କୋଟକପୁରା ନିକଟ ଗାଁ ପଞ୍ଜଗରାଇ ନିକଟରେ ଟାଟା ଏସି ଓ ଟ୍ରକ ମୁହାଁମୁହିଁ ଧକ୍କା। ଫଳରେ ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଗୁରୁତର ଆହତ ହୋଇଛନ୍ତି । ତେବେ ମୃତକଙ୍କ ମଧ୍ୟରେ ୨ ମହିଳା ରହିଛନ୍ତି। ତେବେ ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସମସ୍ତ ଯାତ୍ରୀ ଏକ ଧାର୍ମିକ ସମାବେଶରେ ଯୋଗ ଦେଇ ଫେରୁଥିବା ବେଳେ ଏଭଳି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇ ପଠାଇଛି। ଏପରିକି ଏହି ଘଟଣା ବାବଦରେ ଅଧିକ ତଦନ୍ତ ମଧ୍ୟ କରୁଛି ପୋଲିସ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button