ରାଜ୍ୟ

ପୋଖରୀରେ ବୁଡି ବୃଦ୍ଧାଙ୍କ ମୃତ୍ୟୁ – Ibnodisha

[ad_1]

କାମାକ୍ଷାନଗର: କାମାକ୍ଷାନଗର ଥାନା ତାଳଗୋରଡ଼ ଗାଁରେ ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ମୃତ ବୃଦ୍ଧା ଜଣଙ୍କ ବାଲିଗୋରଡ଼ ପଞ୍ଚାୟତ ଅନ୍ତର୍ଗତ ତାଳଗୋରଡ଼ ଗାଁର ରଇବାରୀ ସେଣ।

ରଇବାରୀ ଗାଧୋଇବା ପାଇଁ ଘର ପାଖ ଗାଁ ପୋଖରୀକୁ ଯାଇଥିଲେ। ଅସାବଧାନତା କାରଣରୁ ପୋଖରୀରେ ବୁଡି ଯାଇଥିଲେ ରଇବାରୀ। ସ୍ଥାନୀୟ ଲୋକଙ୍କ ସହାୟତାରେ ଗାଁ ପୋଖରୀରୁ ତାଙ୍କ ମୃତ ଦେହ ଉଦ୍ଧାର କରାଯାଇଥିଲା। ପୁଲିସ ପକ୍ଷରୁ ମୃତଦେହ ଜବତ ପରେ ବ୍ୟବଛେଦ କରାଯାଇଥିବାର ଜଣାଯାଇଛି। ଏ ନେଇ ଗାଁରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।

The post ପୋଖରୀରେ ବୁଡି ବୃଦ୍ଧାଙ୍କ ମୃତ୍ୟୁ appeared first on ONA KHABAR.

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button