ରାଜନୀତି

ବିଜେପି ଛାଡିଲେ ରଘୁ ମହାନ୍ତି – Ibnodisha

[ad_1]

ଭୁବନେଶ୍ୱର : ବିଜେପି ଛାଡିଲେ ବରିଷ୍ଠ ନେତା ରଘୁନାଥ ମହାନ୍ତି । ଇସ୍ତଫା ପତ୍ର ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଥିବା କହିଲେ । ବସ୍ତା ବିଧାନସଭା କ୍ଷେତ୍ରରୁ ୫ଥର ପ୍ରତିନିଧିତ୍ୱ କରିଥିଲେ । ସରକାରୀ ଦଳ ମୁଖ୍ୟ ସଚେତକ ଓ ମନ୍ତ୍ରୀ ଥିଲେ ରଘୁ । ବଧୂ ନିର୍ଯାତନା ମାମଲାରେ ଗିରଫ ବୋଇଥିଲେ ରଘୁ । ଗିରଫ କରାଯିବା ପରେ ରଘୁଙ୍କୁ ବିଜେଡି ନିଲମ୍ବିତ କରିଥିଲା । ପରବର୍ତ୍ତୀ ଅବସ୍ଥାରେ ରଘୁ ବିଜେପିରେ ଯୋଗ ଦେଇଥିଲେ ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button