ରାଜ୍ୟ

ବିଜେଡିରେ ସାମିଲ ହେଲେ ବରିଷ୍ଠ ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର – Ibnodisha

[ad_1]

ଭୁବନେଶ୍ବର: ବିଜେଡିରେ ସାମିଲ ହେଲେ ବରିଷ୍ଠ ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର । ଶଙ୍ଖ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଜେଡିରେ ହେଲେ ସାମିଲ । ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ତାଙ୍କୁ ଦଳକୁ ସ୍ବାଗତ କରିଛନ୍ତି ।

ସୂଚନାଯୋଗ୍ୟ, ଆଜି ସକାଳୁ ଲେଖାଶ୍ରୀ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ । ଏନେଇ ସେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପାଖକୁ ଇସ୍ତଫା ପତ୍ର ପଠାଇଥିଲେ । ବିଜେପିରେ ଉପସଭାପତି ଥିଲେ ଲେଖାଶ୍ରୀ ।

ବିଜେପି ଛାଡ଼ିଲେ ଲେଖାଶ୍ରୀ ସାମନ୍ତସିଂହାର

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button