ରାଜ୍ୟ

ଆଜି ଆସିପାରେ ବିଜେଡିର ଆଉ ଏକ ପ୍ରାର୍ଥୀ ତାଲିକା – Ibnodisha

[ad_1]

ଭୁବନେଶ୍ୱର: ଆଜି ଆସିପାରେ ବିଜେଡିର ଆଉ ଏକ ପ୍ରାର୍ଥୀ ତାଲିକା । ୨୦ରୁ ୩୦ ଆସନରେ ତାଲିକା ଚୂଡ଼ାନ୍ତ ହୋଇଥିବା ସୂଚନା ମିଳିଛି । ଟିକେଟ ଅପେକ୍ଷାରେ ଗୋଟିଏ ଲୋକସଭା ଓ ୩୯ ବିଧାନସଭା ଆସନର ଆଶାୟୀ ରହିଛନ୍ତି ।

ପୂର୍ବରୁ ବିଜୁ ଜନତା ଦଳ ୧୦୮ ବିଧାନସଭା ଆସନ ଓ ୨୦ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଛି । ବାଲେଶ୍ୱର ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିନାହିଁ ଦଳ ।

ପୂର୍ବରୁ ୩ଟି ପର୍ୟ୍ୟାୟରେ ପ୍ରାର୍ଥୀ ତାଲିକା ଘୋଷଣା କରିସାରିଛି ବିଜେଡି । ତେଣୁ ଆଜିର ସମ୍ଭାବ୍ୟ ଚତୁର୍ଥ ପର୍ୟ୍ୟାୟ ତାଲିକା ଉପରେ ସମସ୍ତଙ୍କ ନଜର ଅଟକିଛି ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button