ରାଜ୍ୟ

ଶ୍ରମିକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା – Ibnodisha

[ad_1]

କଟକ : କଟକ ଜିଲ୍ଲା ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ଘଣ୍ଟିଖାଲ ସ୍ଥିତ ଶ୍ରୀ ସିମେଣ୍ଟ କାରଖାନାରେ ଜଣେ ଶ୍ରମିକହ୍‌କ ମୃତ୍ୟୁକତୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ମୃତ ଶ୍ରମିକ ଜଣଙ୍କ ହେଉଛନ୍ତି ଦିବାକର ପ୍ରଧାନ । ସୂଚନା ଅନୁସାରେ,ଗତ ରାତିରେ ଦିବାକର କମ୍ପାନୀରେ କାମ କରୁଥିବା ସମୟରେ ଦୁର୍ଘଟଣାରେ ଗୁରୁତର ହୋଇଥିଲେ। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଦେବରାଜଙ୍କ ମୃତ୍ୟୁ ପରେ ଉତ୍ତେଜନା ପ୍ରକାଶ ପାଇଛି। କ୍ଷତିପୂରଣ ଦାବିରେ ପରିବାର ଲୋକେ ସିମେଣ୍ଟ କମ୍ପାନୀ ଆଗରେ ଧାରଣା ଦେଇଛନ୍ତି। ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିଛି। ଅନ୍ୟପକ୍ଷରେ ଏପର୍ଯ୍ୟନ୍ତ କମ୍ପାନୀ ପକ୍ଷରୁ ଦେବରାଜଙ୍କ ପରିବାର ସହ କୌଣସି ଆଲୋଚନା କରାଯାଇନାହିଁ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button