ରାଜ୍ୟ

ପଣା ସଂକ୍ରାନ୍ତି ଅବସରରେ ତାରିଣୀ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ – Ibnodisha

[ad_1]

ଘଟଗାଁ: ମହା ବିଷୁବ ପଣା ସଂକ୍ରାନ୍ତି ପାଇଁ କେନ୍ଦୁଝର ଜିଲ୍ଲା ଘଟଗାଁ ତାରିଣୀ ପୀଠରେ ବଡ଼ ଭୋରରୁ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଗତ ମଙ୍ଗଳବାରଠାରୁ ୬ ଦିନ ଧରି ମା’ ତାରିଣୀଙ୍କ ଚଇତି ପର୍ବ ପାଳିତ ହେଉଥିବା ବେଳେ ଆଜି ଏହାର ଉଦଯାପନୀ ଉତ୍ସବ। ଆଜି ଭୋର ୫ଟାରୁ ମା’ଙ୍କ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା ଏବଂ ଶ୍ରଦ୍ଧାଳୁଙ୍କ ଭିଡ ପାଇଁ ପୁଲିସ ଓ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯାଇଛି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button