ରାଜ୍ୟ

ଏଥର ସ୍ୱାଭାବିକ ଠାରୁ ଅଧିକ ବର୍ଷା! – Ibnodisha

[ad_1]

ଭୁବନେଶ୍ୱର : ଏଥର ମୌସୁମୀରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଜୁନ୍ ରୁ ସେପ୍ଟେମ୍ବର ଯାଏଁ ୧୦୬ ପ୍ରତିଶତ ବର୍ଷା ହେବାର ସମ୍ଭାବନା ରହିଛି। ମୌସୁମୀ ପ୍ରାରମ୍ଭରେ ଏଲ୍-ନିନୋ କ୍ରମେ ଦୁର୍ବଳ ହେବାର ସମ୍ଭାବନା ରହିଛି। ମୌସୁମୀ ଦ୍ୱିତୀୟାର୍ଦ୍ଧରେ ଲା-ନିନା ସକ୍ରିୟ ହେବା ଆକଳନ କରାଯାଉଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button