ରାଜ୍ୟ

ଦିନ ସାଢେ ୨ଟା ସୁଦ୍ଧା ରାଜଧାନୀରେ ସର୍ବାଧିକ ୪୧.୯ ଡିଗ୍ରୀ – Ibnodisha

[ad_1]

ଭୁବନେଶ୍ୱର : ଅସହ୍ୟ ଖରା। ତେଲ କଡେଇରେ ଭାଜି ହେଉଛି ସାରା ଓଡିଶା। ମଙ୍ଗଳବାର ଦିନ ସାଢେ ୨ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ସର୍ବାଧିକ ୪୧.୯ ଡିଗ୍ରୀ ରେକର୍ଡ କରାଯାଇଛି। ଚାନ୍ଦବାଲି: ୪୧.୬, ଝାରସୁଗୁଡା ୪୧.୪,ବାଲେଶ୍ୱର ୪୦.୫, ସମ୍ବଲପୁର ୪୦.୩,କେନ୍ଦୁଝର ୪୦, ରାଉରକେଲା ୩୯.୯, ହୀରାକୁଦ ୩୯.୫, ଗୋପାଳପୁର ୩୫.୬, ପୁରୀ ୩୪.୮, ପାରାଦୀପ ୩୪.୨ଡିଗ୍ରୀ ରେକର୍ଡ କରାଯାଇଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button