ରାଜ୍ୟ

ବିଜେଡି ଷ୍ଟାର ପ୍ରଚାରକ ତାଲିକା ଘୋଷଣା – Ibnodisha

[ad_1]

ଭୁବନେଶ୍ୱର: ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେଡି ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ନାମ ଘୋଷଣା କରିଛି । ଏହି ତାଲିକାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, କାର୍ତ୍ତିକ ପାଣ୍ଡିଆନ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଚନ୍ଦ୍ରଶେଖର ସାହୁ, ଅଶୋକ ଚନ୍ଦ୍ର ପଣ୍ଡା, ସ୍ନେହାଙ୍ଗିନୀ ଛୁରିଆ, ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ଅରୁଣ ସାହୁ, ସଞ୍ଜୟ ଦାସବର୍ମା, ପଦ୍ମନାଭ ବେହେରା, ପ୍ରଦୀପ ଅମାତ, ଭାସ୍କର ରାଓ, ସୁବାସ ସିଂ, ସସ୍ମିତ ପାତ୍ର, ମାନସ ମଙ୍ଗରାଜ, ନିରଞ୍ଜନ ବିଶି, ମମତା ମହାନ୍ତ, ମୁନା ଖାଁ, ସୁଲତା ଦେଓ, ରବୀନ୍ଦ୍ର କୁମାର ଜେନା ପ୍ରମୁଖଙ୍କ ନାମ ରହିଛି । ସେହିପରି ସରୋଜିନୀ ହେମ୍ବ୍ରମ, ସୁଶାନ୍ତ ସିଂ, ପ୍ରତିରଞ୍ଜନ ଘଡେଇ, ପ୍ରଣବ ବଳବନ୍ତରାୟ, ଚିରଞ୍ଜିବି ବିଶ୍ୱାଳ, ରମେଶ ଚନ୍ଦ୍ର ମାଝୀ, ସୁଧୀର ସାମଲ, ବ୍ୟୋମକେଶ ରାୟ, ଦେବୀ ରଂଜନ ତ୍ରିପାଠୀ, ବିଜୟ ନାୟକ, ଶ୍ରିମୟୀ ମିଶ୍ର, ସେକ ନିଜାମୁଦ୍ଦିନ, ଈଶ୍ୱର ପାଣିଗ୍ରାହୀ, ଅମରେଶ ଜେନା, ଏଲିନା ଦାସ ପ୍ରମୁଖ ଅଛନ୍ତି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button