ରାଜ୍ୟ

ମାମୁକୁ ହାଣିଲା ଭଣଜା – Ibnodisha

[ad_1]

ବାଲିଗୁଡ଼ା: ବିଳମ୍ବିତ ରାତିରେ ବାଲିଗୁଡ଼ା ଆଣ୍ଟ ସାହିରେ ଘଟିଛି ଏକ ଅଘଟଣ। ଜମିଜମା ବିବାଦକୁ ନେଇ ମାମୁକୁ ହାଣିଲା ଭଣଜା। ଏଣେ ମାମୁଙ୍କ ପକ୍ଷରୁ ପ୍ରତିଆକ୍ରମଣରେ ମଧ୍ୟ ଭଣଜା ସମେତ ମାମୁର ଦୁଇ ପୁଅ ଓ ଭଣଜାର ସ୍ତ୍ରୀ ଓ ପିଲାଙ୍କ ସମେତ ୭ଜଣ ମଧ୍ୟ ଆକ୍ରମଣ ଶିକାର ହୋଇଛନ୍ତି। ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ବାଲିଗୁଡ଼ା ମେଡିକାଲରେ ଭର୍ତ୍ତି ହୋଇ ପ୍ରାଥମିକ ଚିକିତ୍ସା ପରେ ମାମୁ ଆଲାଉଦ୍ଦିନ (୬୫)ଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଥିବା ବେଳେ ଅନ୍ୟମାନଙ୍କୁ ବ୍ରହ୍ମପୁର ଓ ଫୁଲବାଣୀ ପଠାଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button