ରାଜ୍ୟ

୨୭ ଯାଏଁ ତାତିରୁ ମିଳିବନି ମୁକ୍ତି – Ibnodisha

[ad_1]

ଭୁବନେଶ୍ୱର : ଅସହ୍ୟ ଗରମ ଗୁଳୁଗୁଳିରେ ସିଜୁଛି ଓଡ଼ିଶା। ୨୬ ଓ ୨୭ରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ସ୍ଥିତି ଗମ୍ଭୀର ହେବ ବୋଲି ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ୨୪ ଓ ୨୫ ତାରିଖରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୬ ଓ ୨୭ରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ସ୍ଥିତି ଗମ୍ଭୀର ହେବ। ୨୬ତାରିଖରେ ହିଟ୍‌‌ ୱେଭ୍‌‌ ନେଇ ୧୧ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ୨୭ ତାରିଖରେ ସିଭିୟର୍‌‌ ହିଟ୍‌‌ ୱେଭ୍‌‌ ନେଇ ୧୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button