ରାଜ୍ୟ

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି – Ibnodisha

[ad_1]

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି। ଶ୍ରୀମୟୀ ମିଶ୍ରଙ୍କୁ ବିଜୁ ମହିଳା ଜନତା ଦଳର କାର୍ଯ୍ୟକାରୀ ସଭାପତି, ସରୋଜ ସାମଲଙ୍କୁ ବରିଷ୍ଠ ସାଧାରଣ ସମ୍ପାଦକ ଭାବେ ଦାୟିତ୍ୱ ଦିଆଯାଇଥିବା ବେଳେ ପ୍ରଶାନ୍ତ ସେଠୀଙ୍କୁ ଦଳର ସମ୍ପାଦକ ନିଯୁକ୍ତ କରିଛନ୍ତି ନବୀନ ପଟ୍ଟନାୟକ।

କଂଗ୍ରେସ ପକ୍ଷରୁ ଅଭିନବ ପାନ ଦୋକାନରେ ମାଗଣା ପାନ ବଂଟନ

The post ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି appeared first on ONA KHABAR.

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button