ରାଜ୍ୟ

ଦୁର୍ଘଟଣାରେ ଚାଲିଗଲା ୪ ବର୍ଷର ଶିଶୁର ଜୀବନ – Ibnodisha

[ad_1]

ରାଉରକେଲା: ଦ୍ରୁତଗତି ମହାବିପତ୍ତି । ଏହା ଜାଣିଥିଲେ ମଧ୍ୟ ଲୋକ ଅସାବଧାନତା ଯୋଗୁଁ ଦୁର୍ଘଟଣାର ଶିକାର ହୋଇଥାନ୍ତି । ରାଉରକେଲା ପୁଲିସ ଜିଲ୍ଲା ଚାନ୍ଦିପୋଷ ଥାନା ମୂଷାବିରା ଠାରେ ଆଜି ଏକ ଅଲଟୋ କାର୍‌କୁ ହ୍ୟୁଣ୍ଡାଇ କାର ପଛ ପାର୍ଶ୍ୱରୁ ଧକ୍କା ଦେଇଛି ।

ଫଳରେ ଜଣେ ୪ ବର୍ଷ ବୟସର ଶିଶୁର ମୃତ୍ୟୁ ଘଟିଛି । ମୃତ ଶିଶୁର ନାମ ରିସଭ ଓରାମ ବୋଲି ଜଣାପଡ଼ିଛି । ପୁଲିସ ଦୁର୍ଘଟଣାଗ୍ରସ୍ତ ୨ଟି କାରକୁ ଜବତ କରିଛି ।

ଆଗକୁ ଆହୁରି ତାତି ବୃଦ୍ଧି ପାଇବା ନେଇ ପୂର୍ବାନୁମାନ

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button