ରାଜ୍ୟ

ସୁରକ୍ଷାକର୍ମୀଙ୍କ ଗୁଳିରେ ସଫା ୨ ମାଓବାଦୀ – Ibnodisha

[ad_1]

ବୌଦ୍ଧ : ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ମାଓବାଦୀଙ୍କ ମୃତ୍ୟୁ ଘଟିଛି । କଣ୍ଟାମାଳ ଥାନା ପଢେଲ ଡ୍ୟାମ୍ ନିକଟ ଜଙ୍ଗଲରେ ଏନ୍‌କାଉଣ୍ଟର ହୋଇଥିବାର ସୂଚନା । ଜଙ୍ଗଲରେ କମ୍ବିଂ ବେଳେ ସୁରକ୍ଷାକର୍ମୀ – ମାଓବାଦୀ ମୁହାଁମୁହିଁ ହୋଇଥିଲା । ଜଙ୍ଗଲରେ ୪୦ରୁ ୫୦ ମାଓବାଦୀ ଲୁଚି ରହିଥିବା ସନ୍ଦେହ । ବୀପୁଳ ଅସ୍ତ୍ରଶସ୍ତ୍ର ସହ ମାଓ ସାମଗ୍ରୀ ଜବତ ହୋଇଥିବା ବେଳେ ସର୍ଚ୍ଚ ଅପରେସନ ଜାରି ରହିଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button