ରାଜନୀତି

ପଦ୍ମ ଧରିଲେ ପ୍ରବୋଧ ତିର୍କୀ – Ibnodisha

[ad_1]

ଭୁବନେଶ୍ୱର : ପଦ୍ମ ଧରିଲେ ପୂର୍ବତନ ହକି ଟିମ୍ ଅଧିନାୟକ ପ୍ରବୋଧ ତିର୍କୀ । କଂଗ୍ରେସରୁ ଇସ୍ତଫା ଦେବାପରେ ସେ ବିଜେପିରେ ମିଶିଛନ୍ତି । ଟିକେଟ୍ କାଟିବା ପରେ ନିକଟରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ ପ୍ରବୋଧ । ତଳସରା ବିଧାନସଭା ଆସନ ପାଇଁ ପ୍ରଥମେ କଂଗ୍ରେସ ତାଙ୍କୁ ଟିକେଟ୍ ଦେଇଥିଲା କିନ୍ତୁ ପରେ ତାଙ୍କ ଟିକେଟ୍ କାଟିଦେଲା ଏବଂ ପ୍ରର୍ଥୀ ବଦଳାଇ ଦେବାରୁ କାନ୍ଦିଥିଲେ ପ୍ରବୋଧ । ସୋନପୁର ବିଜେପିର ବିଜୟ ସଂକଳ୍ପ ସଭାରେ ପ୍ରବୋଧ ପଦ୍ମ ଧରିଛନ୍ତି । ତେବେ ଏହି ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ବିଜେପି ସଭାପତି ଏବଂ ବଲାଙ୍ଗୀର ସାଂସଦଙ୍କ ସମେତ ରାଜ୍ୟ ବିଜେପିର ଶୀର୍ଷନେତା ଉପସ୍ଥିତ ଥିଲେ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button