ରାଜ୍ୟ

ଦିନ ସାଢେ ୧୧ଟା ସୁଦ୍ଧା ତାପମାତ୍ରା ଟପିଲା ୪୦ ଡିଗ୍ରୀ – Ibnodisha

[ad_1]

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତି। ଶୁକ୍ରବାର ପୂର୍ବାହ୍ନ ସାଢେ ୧୧ଟା ସୁଦ୍ଧା ରାଜ୍ୟରେ ଅନେକ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ୪୦.୪ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡା ସବୁଠାରୁ ଉତ୍ତପ୍ତ ସହର। ସମ୍ବଲପୁର ଓ କେନ୍ଦୁଝର ୪୦, ଚାନ୍ଦବାଲି ୩୯.୬, ଭୁବନେଶ୍ୱର ଓ ହୀରାକୁଦ ୩୯.୨, ବାଲେଶ୍ୱର ୩୯ ଡିଗ୍ରୀ ରେକର୍ଡ କରାଯାଇଛି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button