ରାଜ୍ୟ

ପ୍ରବଳ ଖରା : ଦିନ ସାଢେ ୨ଟା ସୁଦ୍ଧା ୪୩ ଡିଗ୍ରୀ ଟପିଲା ତାପମାତ୍ରା – Ibnodisha

[ad_1]

ଭୁବନେଶ୍ୱର : ତତଲା କଡେଇରେ ଭାଜି ହେଉଛନ୍ତି ରାଜ୍ୟବାସୀ। ଶୁକ୍ରବାର ଦିନ ସାଢେ ୨ଟା ସୁଦ୍ଧା ୪୩ ଡିଗ୍ରୀ ଟପିଲା ତାପମାତ୍ରା। ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହ ଯୋଗୁଁ ତାତି ବଢୁଛି। ଆଗାମୀ ୨ ଦିନ ଦକ୍ଷିଣ ଓଡିଶାରେ କାଳ ବୈଶାଖୀ ବର୍ଷା ସମ୍ଭାବନା ରହିଛି। ଆଜି ୪୩.୫ ଡିଗ୍ରୀ ସହ ଝାରସୁଗୁଡା ସବୁଠାରୁ ଉତ୍ତପ୍ତ ସହର। ସମ୍ବଲପୁର ଓ ହୀରାକୁଦ ୪୩, ରାଉରକେଲା ୪୨, କେନ୍ଦୁଝର ୪୧.୮, ଚାନ୍ଦବାଲି ୪୧.୬, ଭୁବନେଶ୍ୱର ୪୦.୫ ଡିଗ୍ରୀ ରେକର୍ଡ କରାଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ପକ୍ଷରୁ ସୂଚନା ମିଳିଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button