ରାଜ୍ୟ

କଟକ, ଭୁବନେଶ୍ୱରକୁ ରେଡ୍ ଆଲର୍ଟ – Ibnodisha

[ad_1]

ଭୁବନେଶ୍ୱର : ଅସହ୍ୟ ତାତିରେ ଛଟପଟ୍ ରାଜ୍ୟବାସୀ। ସାଢେ ୧୧ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୪୧ ଡିଗ୍ରୀ ଟପିଛି। ଆଜି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପାଇଁ ଟ୍ୱିନ୍ ସିଟିକୁ ରେଡ୍ ଆଲର୍ଟ ଜାରି କରାଯାଇଛି। କଟକ ଓ ଭୁବନେଶ୍ୱରକୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପାଇଁ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ଆଲର୍ଟ ଜାରି କରାଯାଇଛି।

ପ୍ରବଳ ଖରା : ଦିନ ସାଢେ ୧୧ଟାରେ ରାଜଧାନୀର ତାପମାତ୍ରା ୪୧ ଡିଗ୍ରୀ

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button